Isaiah 41:5 — Compare Translations

5 translations compared side by side

Odia - 1840
"ଦ୍ବୀପ ସମୂହ ଦେଖି ଭୟଭୀତ ହେଲେ, ପୃଥିବୀର ପ୍ରାନ୍ତ ସକଳ କମ୍ପିତ ହେଲେ, ସମାନେେ ନିକଟବର୍ତ୍ତୀ ହାଇେ ଆସିଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱୀପ ସମୂହ ଦେଖି ଭୟଭୀତ ହେଲେ, ପୃଥିବୀର ପ୍ରାନ୍ତ ସକଳ କମ୍ପିତ ହେଲେ, ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ।