Isaiah 41:6 — Compare Translations
5 translations compared side by side
Odia - 1840
" ସମାନେେ ପରସ୍ପରକୁ ସାହାୟ୍ଯ କଲେ ଓ ସାହସୀ ହବୋକୁ ପରସ୍ପରକୁ ଉତ୍ସାହିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ ସାହସିକ ହୁଅ ବୋଲି ପ୍ରତ୍ୟେକେ ଆପଣା ଭାଇକି କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନେ ପରସ୍ପରକୁ ସାହାଯ୍ୟ କଲେ ଓ ସାହସୀ ହେବାକୁ ପରସ୍ପରକୁ ଉତ୍ସାହିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ “ସାହସିକ ହୁଅ” ବୋଲି ପ୍ରତ୍ୟେକେ ଆପଣା ଭାଇକୁ କହିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ ସାହସିକ ହୁଅ ବୋଲି ପ୍ରତ୍ୟେକେ ଆପଣା ଭାଇକୁ କହିଲେ।