Isaiah 41:7 — Compare Translations
5 translations compared side by side
Odia - 1840
"ଏହିପରି ସୂତ୍ରଧର ସ୍ବର୍ଣ୍ଣକାରକୁ ସାହସ ଦଲୋ ଓ ହାତୁଡ଼ି ରେ ସମାନ କରିବା ଲୋକ ୟୋଡ଼ କର୍ମ ଉତ୍ତମ ହାଇେଛି ବୋଲି କହି ନହାଇେ ରେ ପିଟିବା ଲୋକକୁ ଆଶ୍ବାସ ଦଲୋ, 'ପୁଣି ପ୍ରତିମାଟି ଯେପରି ଟଳମଳ ନ ହୁଏ,' ଏଥିପାଇଁ ସେ କଣ୍ଟା ରେ ତାହା ଦୃଢ଼ କଲା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସୂତ୍ରଧର ସ୍ଵର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ ଯୋଡ଼ କର୍ମ ଉତ୍ତମ ହୋଇଅଛି ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ଵାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ ⇧, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ ଯୋଡ଼ କର୍ମ ଉତ୍ତମ ହୋଇଛି ବୋଲି କହି ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା, ‘ପୁଣି ପ୍ରତିମାଟି ଯେପରି ଟଳମଳ ନ ହୁଏ,’ ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ “ଯୋଡ଼ କର୍ମ ଉତ୍ତମ ହୋଇଅଛି” ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ ଯୋଡ଼ କର୍ମ ଉତ୍ତମ ହୋଇଅଛି ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।