Isaiah 41:8 — Compare Translations

5 translations compared side by side

Odia - 1840
" ହେ ମାରେ ଦାସ ଇଶ୍ରାୟେଲ, ମାରେ ମନୋନୀତ ଯାକୁବ ଓ ମାରେ ବନ୍ଧୁ ଅବ୍ରହାମର ପରିବାରବର୍ଗ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହିଁ ଆମ୍ଭମାନଙ୍କୁ ରକ୍ଷା କରିବେ “ହେ ମୋର ଦାସ ଇସ୍ରାଏଲ, ମୋର ମନୋନୀତ ଯାକୁବ ଓ ମୋର ବନ୍ଧୁ ଅବ୍ରହାମଙ୍କର ପରିବାରବର୍ଗ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;