Isaiah 41:9 — Compare Translations
5 translations compared side by side
Odia - 1840
"ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତାହାଙ୍କୁ ଆମ୍ଭର ଦାସ ବୋଲି ଆହ୍ବାନ କରି କହିଅଛୁଁ। ଆମ୍ଭେ ତୁମ୍ଭକୁ ଦୂ ରଇେ ନ ଦଇେ ମନୋନୀତ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ଵାନ କରି କହିଅଛୁ, ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତାହାଙ୍କୁ ‘ଆମ୍ଭର ଦାସ ବୋଲି ଆହ୍ୱାନ କରି କହିଅଛୁ।’ ଆମ୍ଭେ ତୁମ୍ଭକୁ ଦୂରେଇ ନ ଦେଇ ମନୋନୀତ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ୱାନ କରି କହିଅଛୁ, “ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ;”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ୱାନ କରି କହିଅଛୁ, ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ;