Isaiah 42:1 — Compare Translations

5 translations compared side by side

Odia - 1840
" ମାରଦୋସକୁ ଦେଖ। ମୁଁ ତାକୁ ମନୋନୀତ କରିଛି। ମାରେ ଚିତ୍ତ ତାହାଠା ରେ ସନ୍ତୁଷ୍ଟ। ମୁଁ ତାହା ଉପ ରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ଯଦେଶ ପ୍ରତି ନ୍ଯାଯ ବିଚାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ସ୍ୱତନ୍ତ୍ର ଦାସ “ମୋର ଦାସକୁ ଦେଖ। ମୁଁ ତାକୁ ମନୋନୀତ କରିଅଛି। ମୋର ଚିତ୍ତ ତାହାଠାରେ ସନ୍ତୁଷ୍ଟ। ମୁଁ ତାହା ଉପରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ୟଦେଶ ପ୍ରତି ନ୍ୟାୟ ବିଗ୍ଭର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।
Odia IRV 2017 (ଓଡିଆ ବାଇବେଲ)
ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।