Isaiah 42:10 — Compare Translations
5 translations compared side by side
Odia - 1840
"ହେ ଦ୍ବୀପଗଣ ଓ ତନ୍ନିବାସୀଗଣ, ହେ ସମୁଦ୍ରଗାମୀମାନେ ଓ ସମୁଦ୍ରବାସୀମାନେ ଏବଂ ପୃଥିବୀସ୍ଥ ଦୂରଦେଶୀଯ ଲୋକମାନେ, ତୁମ୍ଭମାନେେ ସମସ୍ତେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଏକ ନୂତନ ସଙ୍ଗୀତ ତାଙ୍କ ବିଷଯ ରେ ଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ଵୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ପ୍ରଶଂସା ଗୀତ ହେ ଦ୍ୱୀପଗଣ ଓ ତନ୍ନିବାସୀଗଣ, ହେ ସମୁଦ୍ରଗାମୀମାନେ ଓ ସମୁଦ୍ରବାସୀମାନେ ଏବଂ ପୃଥିବୀସ୍ଥ ଦୂରଦେଶୀୟ ଲୋକମାନେ, ତୁମ୍ଭେମାନେ ସମସ୍ତେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଏକ ନୂତନ ସଙ୍ଗୀତ ତାଙ୍କ ବିଷୟରେ ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର।
Odia IRV 2017 (ଓଡିଆ ବାଇବେଲ)
ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର।