Isaiah 42:11 — Compare Translations

5 translations compared side by side

Odia - 1840
"ପ୍ରାନ୍ତର ଓ ତା'ର ନଗର ସମସ୍ତ, ସମସ୍ତ ଗ୍ରାମ, ଯେଉଁଠା ରେ କଦୋର ବାସ କଲେ, ସଦାପ୍ରଭୁଙ୍କର ପ୍ରଶଂସାଗାନ କର। ଶଲୋ ନିବାସୀମାନେ ଆନନ୍ଦ ରେ ଓ ଶାନ୍ତି ରେ ବାସ କରନ୍ତି, ସମାନେେ ସଦାପ୍ରଭୁଙ୍କର ଗୁଣଗାନ ପର୍ବତ ଶିଖରରୁ ଉଚ୍ଚସ୍ବର ରେ ଗାନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାନ୍ତର ଓ ତା’ର ନଗର ସମସ୍ତ, ସମସ୍ତ ଗ୍ରାମ, ଯେଉଁଠାରେ କେଦାର ବାସ କରେ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଶେଲା ନିବାସୀମାନେ ଆନନ୍ଦରେ ଓ ଶାନ୍ତିରେ ବାସ କରନ୍ତି, ସେମାନେ ସଦାପ୍ରଭୁଙ୍କର ଗୁଣଗାନ ପର୍ବତ ଶିଖରରୁ ଉଚ୍ଚସ୍ୱରରେ ଗାନ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ।