Isaiah 42:12 — Compare Translations
5 translations compared side by side
Odia - 1840
"ସମାନେେ ସଦାପ୍ରଭୁଙ୍କୁ ମହିମା ଦିଅନ୍ତୁ ଓ ଦ୍ବୀପ ସମୂହ ମଧିଅରେ ତାଙ୍କର ପ୍ରଶଂସା ପ୍ରଚାର କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସଦାପ୍ରଭୁଙ୍କୁ ଗୌରବ ଦେଉନ୍ତୁ ଓ ଦ୍ଵୀପସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା ପ୍ରଚାର କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କୁ ମହିମା ଦିଅନ୍ତୁ ଓ ଦ୍ୱୀପ ସମୂହ ମଧ୍ୟରେ ତାଙ୍କର ପ୍ରଶଂସା ପ୍ରଗ୍ଭର କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସଦାପ୍ରଭୁଙ୍କୁ ଗୌରବ ଦେଉନ୍ତୁ ଓ ଦ୍ୱୀପସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା ପ୍ରଚାର କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସଦାପ୍ରଭୁଙ୍କୁ ଗୌରବ ଦେଉନ୍ତୁ ଓ ଦ୍ୱୀପସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା ପ୍ରଚାର କରନ୍ତୁ।