Isaiah 42:14 — Compare Translations

5 translations compared side by side

Odia - 1840
"ଦୀର୍ଘକାଳ ଧରି ମୁଁ ନୀରବ ରହି ଆସୁଅଛି। ମୁଁ ତଥାପି ନୀରବ ଅଛି। ମାତ୍ର ବର୍ତ୍ତମାନ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଚିତ୍କାର କରିବୁ। ଆମ୍ଭେ ଦୀର୍ଘ ନିଃଶ୍ବାସ ଏବଂ ଆକାଂକ୍ଷା ହବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷା; କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ଵାସ ଟାଣି ବ୍ୟଗ୍ରଚିତ୍ତ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅତ୍ୟନ୍ତ ଧୈର୍ଯ୍ୟଶୀଳ “ଦୀର୍ଘକାଳ ଧରି ମୁଁ ନୀରବ ରହି ଆସୁଅଛି। ମୁଁ ତଥାପି ନୀରବ ଅଛି। ମାତ୍ର ବର୍ତ୍ତମାନ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଚିତ୍କାର କରିବୁ। ଆମ୍ଭେ ଦୀର୍ଘ ନିଃଶ୍ୱାସ ଏବଂ ଆକାଂକ୍ଷା ହେବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା।