Isaiah 42:15 — Compare Translations
5 translations compared side by side
Odia - 1840
"ଆମ୍ଭେ ପର୍ବତ ଓ ଉପପର୍ବତଗୁଡ଼ିକୁ ଧ୍ବଂସ କରିବୁ ଓ ତହିଁରେ ଥିବା ସମସ୍ତ ଗୁଳ୍ମଲତାକୁ ଶୁଷ୍କ କରିବୁ। ନଦନଦୀକୁ ଦ୍ବୀପ ରେ ପରିଣତ କରିବୁ ଓ ଜଳାଶଯକୁ ଶୁଷ୍କ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ଵଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦନଦୀକି ଦ୍ଵୀପ ଓ ଜଳାଶୟକୁ ଶୁଷ୍କ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପର୍ବତ ଓ ଉପପର୍ବତଗୁଡ଼ିକୁ ଧ୍ୱଂସ କରିବୁ ଓ ତହିଁରେ ଥିବା ସମସ୍ତ ଗୁଳ୍ମଲତାକୁ ଶୁଷ୍କ କରିବୁ। ନଦନଦୀକୁ ଦ୍ୱୀପରେ ପରିଣତ କରିବୁ ଓ ଜଳାଶୟକୁ ଶୁଷ୍କ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦ-ନଦୀକୁ ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦନଦୀକୁ ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା।