Isaiah 42:16 — Compare Translations

5 translations compared side by side

Odia - 1840
"ତା'ପ ରେ ଆମ୍ଭେ ଅନ୍ଧମାନଙ୍କୁ ସମାନଙ୍କେର ଅଜ୍ଞାତ ପଥ ଦଇେ ଆଣିବୁ ଓ ଯେଉଁ ପଥ ସମାନେେ ଜାଣନ୍ତି ନାହିଁ, ସହେି ପଥରେ ସମାନଙ୍କେୁ କଢ଼ାଇ ନବେୁ। ଆମ୍ଭେ ସମାନଙ୍କେ ସମ୍ମୁଖ ରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖ ରେ ପରିଣତ କରିବୁ। ଏହିସବୁ କାର୍ୟ୍ଯ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ଯାଗ କରିବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା । ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବୁ ଓ ଯେଉଁ ପଥ ସେମାନେ ଜାଣନ୍ତି ନାହିଁ, ସେହି ପଥରେ ସେମାନଙ୍କୁ କଢ଼ାଇ ନେବୁ। ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖରେ ପରିଣତ କରିବୁ। ଏହିସବୁ କାର୍ଯ୍ୟ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ୟାଗ କରିବୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)