Isaiah 42:17 — Compare Translations

5 translations compared side by side

Odia - 1840
"କିନ୍ତୁ କେତକେ ଲୋକ ମାରେ ଅନୁସରଣ କରିବାରୁ ନିବୃତ୍ତ ହେଲେ ନାହିଁ। ଯେଉଁମାନେ ଖାଦେିତ ପ୍ରତିମାଗଣଙ୍କୁ କିମ୍ବା ମୃତ୍ତିକା ରେ ନିର୍ମିତ ଦବେତାମାନଙ୍କୁ ବିଶ୍ବାସ କରନ୍ତି, କବେେ ସମାନେେ ହତାଶ ହାଇେ ଲଜ୍ଜିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ଵର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ କେତେକ ଲୋକ ମୋର ଅନୁସରଣ କରିବାରୁ ନିବୃତ୍ତ ହେଲେ ନାହିଁ। ଯେଉଁମାନେ ଖୋଦିତ ପ୍ରତିମାଗଣକୁ କିମ୍ବା ମୃତ୍ତିକାରେ ନିର୍ମିତ ଦେବତାମାନଙ୍କୁ ବିଶ୍ୱାସ କରନ୍ତି, କେବେ ସେମାନେ ହତାଶ ହୋଇ ଲଜ୍ଜିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ “ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର” ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।