Isaiah 42:18 — Compare Translations

5 translations compared side by side

Odia - 1840
" ହେ ବଧିରମାନେ ଶୁଣ! ହେ ଅନ୍ଧମାନେ, ତୁମ୍ଭମାନେେ ଦେଖିବା ପାଇଁ ଦୃଷ୍ଟି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବଧିରମାନେ, ଶୁଣ; ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଅନାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପରମେଶ୍ୱରଙ୍କୁ ଶୁଣିବାକୁ ପ୍ରତ୍ୟାଖ୍ୟାନ କଲା “ହେ ବଧିରମାନେ ଶୁଣ! ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଦୃଷ୍ଟି ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବଧିରମାନେ, ଶୁଣ; ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଅନାଅ।
Odia IRV 2017 (ଓଡିଆ ବାଇବେଲ)
ହେ ବଧିରମାନେ, ଶୁଣ; ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଅନାଅ।