Isaiah 42:19 — Compare Translations
5 translations compared side by side
Odia - 1840
"ଏ ଜଗତ ରେ ମାରେ ଦାସଠାରୁ ଅନ୍ଧ କିଏ? ପୁଣି ମାେ ପ୍ ରରେିତ ଦୂତଠାରୁ ବଧିର କିଏ? ସଦାପ୍ରଭୁଙ୍କଠା ରେ ମିଳିତ ହାଇେଥିବା ଦାସ ସବୁଠାରୁ ଅଧିକ ଅନ୍ଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ଦାସ ଛଡ଼ା ଅନ୍ଧ କିଏ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ? ଆମ୍ଭ ସଙ୍ଗେ ମିଳନରେ ଥିବା ଲୋକ ପରି ଅନ୍ଧ ଓ ସଦାପ୍ରଭୁଙ୍କର ଦାସ ପରି ଅନ୍ଧ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ଏ ଜଗତରେ ମୋର ଦାସଠାରୁ ଅନ୍ଧ କିଏ? ପୁଣି ମୋ’ ପ୍ରେରିତ ଦୂତଠାରୁ ବଧିର କିଏ? ସଦାପ୍ରଭୁଙ୍କଠାରେ ମିଳିତ ହୋଇଥିବା ଦାସ ସବୁଠାରୁ ଅଧିକ ଅନ୍ଧ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ଦାସ ଛଡ଼ା ଅନ୍ଧ କିଏ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ? ଆମ୍ଭ ସଙ୍ଗେ ମିଳନରେ ଥିବା ଲୋକ ପରି ଅନ୍ଧ ଓ ସଦାପ୍ରଭୁଙ୍କର ଦାସ ପରି ଅନ୍ଧ କିଏ?
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ଦାସ ଛଡ଼ା ଅନ୍ଧ କିଏ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ? ଆମ୍ଭ ସଙ୍ଗେ ମିଳନରେ ଥିବା ଲୋକ ପରି ଅନ୍ଧ ଓ ସଦାପ୍ରଭୁଙ୍କର ଦାସ ପରି ଅନ୍ଧ କିଏ?