Isaiah 42:20 — Compare Translations

5 translations compared side by side

Odia - 1840
"ମାରେ ଦାସ ଯଦିଓ ସବୁ ଦେଖୁଅଛି, ତଥାପି ସେ ମନୋୟୋଗ କରୁ ନାହିଁ। ତା'ର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁନ୍ତ ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଦାସ ଯଦିଓ ସବୁ ଦେଖୁଅଛି, ତଥାପି ସେ ମନୋଯୋଗ କରୁ ନାହିଁ। ତା’ର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁ; ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁ; ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।