Isaiah 42:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ନିଜର ଶିକ୍ଷା ବ୍ଯବସ୍ଥାକୁ ମହତ୍ ଓ ସମ୍ଭ୍ରାନ୍ତ କରି ସନ୍ତୁଷ୍ଟ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ନିଜର ଶିକ୍ଷା ବ୍ୟବସ୍ଥାକୁ ମହତ୍ ଓ ସମ୍ଭ୍ରାନ୍ତ କରି ସନ୍ତୁଷ୍ଟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।