Isaiah 42:23 — Compare Translations

5 translations compared side by side

Odia - 1840
"ଏହି କଥାକୁ ଶ୍ରବଣ କରିବାକୁ ଓ ଶ୍ରବଣ କରି ଭବିଷ୍ଯତ ନିମନ୍ତେ ମନୋୟୋଗ କରିବାକୁ ତୁମ୍ଭମାନଙ୍କ ମଧିଅରେ ଏପରି ଲୋକ କହେି ଅଛି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥାରେ ଯେ କର୍ଣ୍ଣପାତ କରିବ ଓ ଶ୍ରବଣ କରି ଭବିଷ୍ୟତ୍କାଳ ନିମନ୍ତେ ମନୋଯୋଗ କରିବ, ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଏହି କଥାକୁ ଶ୍ରବଣ କରିବାକୁ ଓ ଶ୍ରବଣ କରି ଭବିଷ୍ୟତ ନିମନ୍ତେ ମନୋଯୋଗ କରିବାକୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କେହି ଅଛି କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥାରେ ଯେ କର୍ଣ୍ଣପାତ କରିବ ଓ ଶ୍ରବଣ କରି ଭବିଷ୍ୟତ୍‍କାଳ ନିମନ୍ତେ ମନୋଯୋଗ କରିବ, ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି?
Odia IRV 2017 (ଓଡିଆ ବାଇବେଲ)
ଏହି କଥାରେ ଯେ କର୍ଣ୍ଣପାତ କରିବ ଓ ଶ୍ରବଣ କରି ଭବିଷ୍ୟତ୍କାଳ ନିମନ୍ତେ ମନୋଯୋଗ କରିବ, ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି?