Isaiah 42:24 — Compare Translations

5 translations compared side by side

Odia - 1840
"ଯାକୁବକୁ ଲୁଣ୍ଠିତ ହବୋ ପାଇଁ ଇଶ୍ରାୟେଲକୁ ଅପହରଣ କରିବା ପାଇଁ କିଏ ଅପହରଣକାରୀଙ୍କ ହସ୍ତ ରେ ସମର୍ପଣ କଲେ? ଏସବୁ ସଦାପ୍ରଭୁ ହିଁ କରାଇଲେ। କାରଣ ଆମ୍ଭମାନେେ ତାଙ୍କ ବିରୁଦ୍ଧ ରେ ପାପ କରିଅଛୁ ଓ ତାଙ୍କ ଦର୍ଶିତ ପଥରେ ଗମନ କରି ନାହୁଁ। ଇଶ୍ରାୟେଲର ଲୋକମାନେ ମଧ୍ଯ ତାଙ୍କ ବାକ୍ଯ ଶୁଣି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବକୁ ଲୁଟ ସ୍ଵରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକ-ମାନଙ୍କ ହସ୍ତରେ କିଏ ସମର୍ପଣ କଲେ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବକୁ ଲୁଣ୍ଠିତ ହେବା ପାଇଁ ଇସ୍ରାଏଲକୁ ଅପହରଣ କରିବା ପାଇଁ କିଏ ଅପହରଣକାରୀଙ୍କ ହସ୍ତରେ ସମର୍ପଣ କଲେ? ଏସବୁ ସଦାପ୍ରଭୁ ହିଁ କରାଇଲେ। କାରଣ ଆମ୍ଭେମାନେ ତାଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ତାଙ୍କ ଦର୍ଶିତ ପଥରେ ଗମନ କରି ନାହୁଁ। ଇସ୍ରାଏଲର ଲୋକମାନେ ମଧ୍ୟ ତାଙ୍କ ବାକ୍ୟ ଶୁଣି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି?
Odia IRV 2017 (ଓଡିଆ ବାଇବେଲ)