Isaiah 42:25 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ତାଙ୍କର କୋରଧ ପ୍ରଚଣ୍ଡତା ଓ ୟୁଦ୍ଧର ପ୍ରବଳତା ସମାନଙ୍କେ ଉପ ରେ ଢ଼ାଳି ଦେଲେ। ଫଳ ରେ ତା'ର ଚତୁର୍ଦ୍ଦିଗ ରେ ଅଗ୍ନି ଜଳି ଉଠିଲା। ସେ କିନ୍ତୁ ଏସବୁ ଜାଣି ପାରିଲା ନାହିଁ। ଅଗ୍ନି ରେ ଦଗ୍ଧିଭୂତ ହେଲା। ଏହା କାହିଁକି ଘଟିଲା ତଥାପି ସେ ମନୋୟୋଗ କଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ତତା ଓ ଯୁଦ୍ଧର ପ୍ରବଳତା ଢାଳିଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ଵଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ ⇧।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ତାଙ୍କର କ୍ରୋଧ ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ସେମାନଙ୍କ ଉପରେ ଢାଳି ଦେଲେ। ଫଳରେ ତା’ର ଚତୁର୍ଦ୍ଦିଗରେ ଅଗ୍ନି ଜଳି ଉଠିଲା। ସେ କିନ୍ତୁ ଏସବୁ ଜାଣି ପାରିଲା ନାହିଁ। ଅଗ୍ନିରେ ଦ‌ଗ୍‌ଧିଭୂତ ହେଲା। ଏହା କାହିଁକି ଘଟିଲା ତଥାପି ସେ ମନୋଯୋଗ କଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳିଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳି ଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।