Isaiah 42:3 — Compare Translations
5 translations compared side by side
Odia - 1840
"ଏପରିକି ସେ ଗୋଟିଏ ଛଚୋନଳ ଭାଙ୍ଗିବେ ନାହିଁ, ଏପରିକି ଗୋଟିଏ ନିଷ୍ଠୁର ବଳିତା ଲିଭାଇବେ ନାହିଁ। ସେ ନ୍ଯାଯ ବିଚାର କରିବେ ଓ ସତ୍ଯ ଉଦ୍ଘାଟନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଛେଚାନଳ ଭାଙ୍ଗିବେ ନାହିଁ ଓ ସଧୂମ ବଳିତା ନିଭାଇବେ ନାହିଁ; ସେ ସତ୍ୟତାରେ ନ୍ୟାୟ ବିଚାର ଆଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ସେ ଗୋଟିଏ ଛେଗ୍ଭନଳ ଭାଙ୍ଗିବେ ନାହିଁ, ଏପରିକି ଗୋଟିଏ ନିଷ୍ଠୁର ବଳିତା ଲିଭାଇବେ ନାହିଁ। ସେ ନ୍ୟାୟ ବିଗ୍ଭର କରିବେ ଓ ସତ୍ୟ ଉଦ୍ଘାଟନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଛେଚା-ନଳ ଭାଙ୍ଗିବେ ନାହିଁ ଓ ସଧୂମ ବଳିତା ଲିଭାଇବେ ନାହିଁ; ସେ ସତ୍ୟତାରେ ନ୍ୟାୟବିଚାର ଆଣିବେ।
Odia IRV 2017 (ଓଡିଆ ବାଇବେଲ)
ସେ ଛେଚାନଳ ଭାଙ୍ଗିବେ ନାହିଁ ଓ ସଧୂମ ବଳିତା ଲିଭାଇବେ ନାହିଁ; ସେ ସତ୍ୟତାରେ ନ୍ୟାୟ ବିଚାର ଆଣିବେ।