Isaiah 42:4 — Compare Translations

5 translations compared side by side

Odia - 1840
"ସେ ପୃଥିବୀ ରେ ନ୍ଯାଯ ବିଚାର ପ୍ରତିଷ୍ଠା ନ କରିବା ପର୍ୟ୍ଯନ୍ତ ନିସ୍ତଜେ କିମ୍ବା ହୀନବଳ ହବେେ ନାହିଁ। ଆଉ ଦ୍ବୀପନିବାସୀ ତାଙ୍କର ପ୍ରଚାର ରେ ବିଶ୍ବାସ ରଖିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୃଥିବୀରେ ନ୍ୟାୟ ବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ନୋହିବେ; ଆଉ, ଦ୍ଵୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପୃଥିବୀରେ ନ୍ୟାୟ ବିଗ୍ଭର ପ୍ରତିଷ୍ଠା ନ କରିବା ପର୍ଯ୍ୟନ୍ତ ନିସ୍ତେଜ କିମ୍ବା ହୀନବଳ ହେବେ ନାହିଁ। ଆଉ ଦ୍ୱୀପନିବାସୀ ତାଙ୍କର ପ୍ରଗ୍ଭରରେ ବିଶ୍ୱାସ ରଖିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୃଥିବୀରେ ନ୍ୟାୟବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।
Odia IRV 2017 (ଓଡିଆ ବାଇବେଲ)
ସେ ପୃଥିବୀରେ ନ୍ୟାୟ ବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।