Isaiah 42:5 — Compare Translations
5 translations compared side by side
Odia - 1840
"ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପ ରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ବାସ ପ୍ରଶ୍ବାସ ଦିଅନ୍ତି ଓ ସକଳ ଆତୟାତ ବ୍ଯକ୍ତିମାନଙ୍କୁ ଜୀବନ ଦିଅନ୍ତି, ସହେି ସଦାପ୍ରଭୁ ପ୍ରକୃତ ପରମେଶ୍ବର ଏହି କଥା କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆକାଶମଣ୍ତଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ଵାସ ପ୍ରଶ୍ଵାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ଵର ଏହି କଥା କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଜଗତର ସୃଷ୍ଟିକର୍ତ୍ତା ଓ ଶାସନକର୍ତ୍ତା ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ସକଳ ଆତୟାତ ବ୍ୟକ୍ତିମାନଙ୍କୁ ଜୀବନ ଦିଅନ୍ତି, ସେହି ସଦାପ୍ରଭୁ ପ୍ରକୃତ ପରମେଶ୍ୱର ଏହି କଥା କୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;