Isaiah 42:6 — Compare Translations

5 translations compared side by side

Odia - 1840
"ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ବାନ କରୁଛି। ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି। ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିୟୁକ୍ତ ଚିହ୍ନ ଦବେି, ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ଵାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ ⇧, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁଜ,
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ୱାନ କରୁଅଛି। ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି। ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିଯୁକ୍ତ ଚିହ୍ନ ଦେବି, ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,
Odia IRV 2017 (ଓଡିଆ ବାଇବେଲ)