Isaiah 42:7 — Compare Translations

5 translations compared side by side

Odia - 1840
"ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ, କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ ଓ ଅନ୍ଧକାର ରେ ସଢ଼ୁଥିବା ଲୋକମାନଙ୍କୁ ବନ୍ଦୀ ଗୃହରୁ ବାହାରକୁ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ଵରୂପ ଓ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ଵରୂପ କରି ନିଯୁକ୍ତ କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ, କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ ଓ ଅନ୍ଧକାରରେ ସଢୁଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାରକୁ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ।