Isaiah 42:8 — Compare Translations

5 translations compared side by side

Odia - 1840
"ମୁଁ ସଦାପ୍ରଭୁ ଓ ତାହାହିଁ ମାରେ ନାମ। ମାରେ ପ୍ରଶଂସା ଓ ମହିମା ମୁଁ ସହେି ଖାଦେିତ ପ୍ରତିମାଗଣକୁ ଦବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ସଦାପ୍ରଭୁ ଓ ତାହା ହିଁ ମୋର ନାମ। ମୋର ପ୍ରଶଂସା ଓ ମହିମା ମୁଁ ସେହି ଖୋଦିତ ପ୍ରତିମାଗଣକୁ ଦେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ।