Isaiah 42:9 — Compare Translations

5 translations compared side by side

Odia - 1840
"ଦେଖ, ଆଦ୍ଯ ବିଷଯ ସିଦ୍ଧ ହେଲା। ଆଉ ଆମ୍ଭେ ନୂତନ ବିଷଯମାନ ପ୍ରକାଶ କରୁ। ଭବିଷ୍ଯତ ରେ କ'ଣ କ'ଣ ଘଟିବ, ତାହା ତୁମ୍ଭକୁ ଜଣାଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ଆଦ୍ୟ ବିଷୟ ସିଦ୍ଧ ହେଲା। ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ। ଭବିଷ୍ୟତରେ କ’ଣ କ’ଣ ଘଟିବ, ତାହା ତୁମ୍ଭକୁ ଜଣାଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍‍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍‍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।”