Isaiah 43:1 — Compare Translations

5 translations compared side by side

Odia - 1840
"ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇଶ୍ରାୟେଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସହେି ସଦାପ୍ରଭୁ ଏହି କଥା କୁହନ୍ତି, ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ବାନ କରୁଅଛୁ, ତୁମ୍ଭେ ଆମ୍ଭର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ଵାନ କରିଅଛୁ, ତୁମ୍ଭେ ଆମ୍ଭର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସର୍ବଦା ତାଙ୍କ ସନ୍ତାନଙ୍କ ସହବର୍ତ୍ତୀ ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏହି କଥା କୁହନ୍ତି, “ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ୱାନ କରୁଅଛୁ, ତୁମ୍ଭେ ଆମ୍ଭର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; “ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।