Isaiah 43:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭର ସାକ୍ଷୀ ଓ ତୁମ୍ଭମାନେେ ମାରେ ମନୋନୀତ ଦାସ। କାରଣ ତୁମ୍ଭମାନେେ ମାଠାେ ରେ ବିଶ୍ବାସ ରଖନ୍ତୁ ବୋଲି ପ୍ରଚାର କରିବ ଓ ଆମ୍ଭେ ସହେି ଅଟୁ ବୋଲି ସମାନେେ ଯେପରି ବୁଝିବେ। ଆମ୍ଭେ ପ୍ରକୃତ ପରମେଶ୍ବର, ପୂର୍ବରୁ କହେି ପରମେଶ୍ବର ନ ଥିଲେ କି ପ ରେ କହେି ଈଶ୍ବର ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ଵାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ; ଆମ୍ଭ ପୂର୍ବରେ କୌଣସି ଈଶ୍ଵର ନିର୍ମିତ ନୋହିଲା, କିଅବା ଆମ୍ଭ ଉତ୍ତାରେ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ତୁମ୍ଭେମାନେ ମୋର ମନୋନୀତ ଦାସ। କାରଣ ତୁମ୍ଭେମାନେ ମୋ’ଠାରେ ବିଶ୍ୱାସ ରଖନ୍ତୁ ବୋଲି ପ୍ରଗ୍ଭର କରିବ ଓ ‘ଆମ୍ଭେ ସେହି ଅଟୁ’ ବୋଲି ସେମାନେ ଯେପରି ବୁଝିବେ। ଆମ୍ଭେ ପ୍ରକୃତ ପରମେଶ୍ୱର, ପୂର୍ବରୁ କେହି ପରମେଶ୍ୱର ନ ଥିଲେ କି ପରେ କେହି ଈଶ୍ୱର ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ, ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ,” ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।