Isaiah 43:11 — Compare Translations
5 translations compared side by side
Odia - 1840
"ଆମ୍ଭେ ହିଁ ସଦାପ୍ରଭୁ ଓ ଆମ୍ଭ ବ୍ଯତୀତ ତ୍ରାଣକର୍ତ୍ତା କହେି ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ହିଁ ସଦାପ୍ରଭୁ ଓ ଆମ୍ଭ ବ୍ୟତୀତ ତ୍ରାଣକର୍ତ୍ତା କେହି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ।