Isaiah 43:12 — Compare Translations
5 translations compared side by side
Odia - 1840
"ଆମ୍ଭେ ତାକୁ ପ୍ରକାଶ କରିଅଛୁ ଏବଂ ଆମ୍ଭେ ପରିତ୍ରାଣ କରିଅଛୁ, ତୁମ୍ଭମାନଙ୍କ ମଧିଅରେ କହେି ବିଦେଶୀଯ ଦବେତା ନ ଥିଲେ, ଆମ୍ଭେ ଦଖାଇେଅଛୁ। ଏଣୁ ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ବର ଅଟୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ପ୍ରକାଶ କରିଅଛୁ ଓ ଆମ୍ଭେ ତ୍ରାଣ କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତାକୁ ପ୍ରକାଶ କରିଅଛୁ ଏବଂ ଆମ୍ଭେ ପରିତ୍ରାଣ କରିଅଛୁ, ତୁମ୍ଭମାନଙ୍କ ମଧ୍ୟରେ କେହି ବିଦେଶୀୟ ଦେବତା ନ ଥିଲେ, ଆମ୍ଭେ ଦେଖାଇଅଛୁ। ଏଣୁ ସଦାପ୍ରଭୁ କୁହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।”