Isaiah 43:13 — Compare Translations
5 translations compared side by side
Odia - 1840
"ଆମ୍ଭେ ସର୍ବଦା ଅନନ୍ତ ପରମେଶ୍ବର ହାଇେ ରହିବୁ। ଆମ୍ଭେ ଯାହା କରିବୁ କହେି ତାହା ଅନ୍ୟଥା କରିପାରିବ ନାହିଁ। ଆମ୍ଭ ପରାକ୍ରମ ନିକଟରେ କହେି ହେଲେ ଅନ୍ୟଜଣକୁ ରକ୍ଷା କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ସର୍ବଦା ଅନନ୍ତ ପରମେଶ୍ୱର ହୋଇ ରହିବୁ। ଆମ୍ଭେ ଯାହା କରିବୁ କେହି ତାହା ଅନ୍ୟଥା କରି ପାରିବ ନାହିଁ। ଆମ୍ଭ ପରାକ୍ରମ ନିକଟରେ କେହି ହେଲେ ଅନ୍ୟଜଣକୁ ରକ୍ଷା କରି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?”
Odia IRV 2017 (ଓଡିଆ ବାଇବେଲ)
“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?”