Isaiah 43:14 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ମୁକ୍ତିଦାତା, ଇଶ୍ରାୟେଲର ପବିତ୍ର ସ୍ବରୂପ ସଦାପ୍ରଭୁ ଏହିକଥା କୁହନ୍ତି, ଆମ୍ଭେ ତୁମ୍ଭମାନଙ୍କ ପାଇଁ ବାବିଲକୁ ସୈନ୍ଯବାହିନୀ ପଠାଇଅଛୁ। ମୁଁ ସହେି ଫାଟକକୁ ଭାଙ୍ଗି ଦବେି। କଲଦୀଯମାନଙ୍କର ଚିତ୍କାର ଦୁଃଖ ରେ ପରିଣତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ଵରୂପ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ପବିତ୍ର ସ୍ୱରୂପ ସଦାପ୍ରଭୁ ଏହିକଥା କୁହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ପାଇଁ ବାବିଲକୁ ସୈନ୍ୟବାହିନୀ ପଠାଇଅଛୁ। ମୁଁ ସେହି ଫାଟକକୁ ଭାଙ୍ଗି ଦେବି। କଲ୍ଦୀୟମାନଙ୍କର ଚିତ୍କାର ଦୁଃଖରେ ପରିଣତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।
Odia IRV 2017 (ଓଡିଆ ବାଇବେଲ)