Isaiah 43:15 — Compare Translations
5 translations compared side by side
Odia - 1840
"ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କର ଧର୍ମସ୍ବରୂପ, ଇଶ୍ରାୟେଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ଵରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।”