Isaiah 43:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସମୁଦ୍ର ରେ ପଥ ନିର୍ମାଣ କରିବେ। ଏପରିକି ତାଙ୍କ ଲୋକମାନଙ୍କ ପାଇଁ ଅଶାନ୍ତ ଜଳରାଶି ମଧିଅରେ ମାର୍ଗ ତିଆରି କରିବେ। ପୁଣି ସଦାପ୍ରଭୁ କୁହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କ ଲୋକଙ୍କୁ ପୁନର୍ବାର ରକ୍ଷା କରିବେ ସଦାପ୍ରଭୁ ସମୁଦ୍ରରେ ପଥ ନିର୍ମାଣ କରିବେ। ଏପରିକି ତାଙ୍କ ଲୋକମାନଙ୍କ ପାଇଁ ଅଶାନ୍ତ ଜଳରାଶି ମଧ୍ୟରେ ମାର୍ଗ ତିଆରି କରିବେ। ପୁଣି ସଦାପ୍ରଭୁ କୁହନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;