Isaiah 43:17 — Compare Translations

5 translations compared side by side

Odia - 1840
" ଯେଉଁ ଲୋକମାନେ ରଥ, ଅଶ୍ବ, ସୈନ୍ଯ ଓ ବୀରଗଣଙ୍କୁ ନଇେ ମାେ ବିପକ୍ଷ ରେ ଲଢ଼ିବେ, ସେ ଲୋକମାନଙ୍କର ପତନ ଘଟିବ, ସମାନେେ କବେେ ଉଠିବେ ନାହିଁ। ସମାନେେ ଧ୍ବଂସ ହବେେ ଓ ଛଣପଟ ପରି ଲିଭିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ରଥ ଓ ଅଶ୍ଵ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯାʼନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ଲୋକମାନେ ରଥ, ଅଶ୍ୱ, ସୈନ୍ୟ ଓ ବୀରଗଣଙ୍କୁ ନେଇ ମୋ’ ବିପକ୍ଷରେ ଲଢ଼ିବେ, ସେ ଲୋକମାନଙ୍କର ପତନ ଘଟିବ, ସେମାନେ କେବେ ଉଠିବେ ନାହିଁ। ସେମାନେ ଧ୍ୱଂସ ହେବେ ଓ ଛଣପଟ ପରି ଲିଭିଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ଲିଭିଯାʼନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯା’ନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;