Isaiah 43:18 — Compare Translations
5 translations compared side by side
Odia - 1840
"ତେଣୁ ଆଦ୍ଯ ରେ ଘଟିଥିବା ବିଷଯକୁ ସ୍ମରଣ କର ନାହିଁ କିମ୍ବା ବହୁବର୍ଷ ପୂର୍ବେ ଘଟିଥିବା ବିଷଯକୁ ବିବଚେନା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆଦ୍ୟରେ ଘଟିଥିବା ବିଷୟକୁ ସ୍ମରଣ କର ନାହିଁ କିମ୍ବା ବହୁବର୍ଷ ପୂର୍ବେ ଘଟିଥିବା ବିଷୟକୁ ବିବେଚନା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ।
Recommended Reading