Isaiah 43:19 — Compare Translations

5 translations compared side by side

Odia - 1840
"କାରଣ ଆମ୍ଭେ ନୂତନ କାର୍ୟ୍ଯ କରିବୁ। ଏବେ ତୁମ୍ଭେ ଅଙ୍କୁରିତ ହବେ। ତୁମ୍ଭେ ଏହା ସତ୍ଯ ବୋଲି ନିଶ୍ଚିତ ଜାଣିବ। ଆଉ ମଧ୍ଯ ଆମ୍ଭେ ପ୍ରାନ୍ତର ମଧିଅରେ ପଥ ଓ ମରୁଭୂମିରେ ନଦନଦୀ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଆମ୍ଭେ ନୂତନ କାର୍ଯ୍ୟ କରିବୁ। ଏବେ ତୁମ୍ଭେ ଅଙ୍କୁରିତ ହେବ। ତୁମ୍ଭେ ଏହା ସତ୍ୟ ବୋଲି ନିଶ୍ଚିତ ଜାଣିବ। ଆଉ ମଧ୍ୟ ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।