Isaiah 43:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯେତବେେଳେ ଦୁଃଖ ରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହବେୁ। ଜଳ ମଧିଅରେ ଗମନ କଲା ବେଳେ ତୁମ୍ଭର ସଙ୍ଗୀ ହବେୁ। ଫଳ ରେ ତୁମ୍ଭେ ଜଳ ରେ ମଗ୍ନ ହବେ ନାହିଁ। ଅଗ୍ନି ରେ ଗମନ କଲା ବେଳେ ଦଗ୍ଧିଭୂତ ହବେ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ନୋହିବ ⇧, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେତେବେଳେ ଦୁଃଖରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବୁ। ଜଳ ମଧ୍ୟରେ ଗମନ କଲାବେଳେ ତୁମ୍ଭର ସଙ୍ଗୀ ହେବୁ। ଫଳରେ ତୁମ୍ଭେ ଜଳରେ ମଗ୍ନ ହେବ ନାହିଁ। ଅଗ୍ନିରେ ଗମନ କଲାବେଳେ ଦଗ୍ଧିଭୂତ ହେବ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।