Isaiah 43:20 — Compare Translations

5 translations compared side by side

Odia - 1840
"ଏପରିକି କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ ଗାନ କରିବେ। କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ଜଳପାନ ପାଇଁ ପ୍ରାନ୍ତର ଓ ମରୁଭୂମିରେ ନଦନଦୀ କରୁଥିବାରୁ ସମାନେେ ଆମ୍ଭର ଗୌରବ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ;
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ ଗାନ କରିବେ। କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ଜଳପାନ ପାଇଁ ପ୍ରାନ୍ତର ଓ ମରୁଭୂମିରେ ନଦନଦୀ କରୁଥିବାରୁ ସେମାନେ ଆମ୍ଭର ଗୌରବ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦ-ନଦୀ ଯୋଗାଉ;
Odia IRV 2017 (ଓଡିଆ ବାଇବେଲ)
କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ;