Isaiah 43:22 — Compare Translations
5 translations compared side by side
Odia - 1840
"ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ। ହେ ଇଶ୍ରାୟେଲ, ତୁମ୍ଭେ ଆମ୍ଭ ପ୍ରତି ବିମୁଖ ହାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳା; ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ। ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ପ୍ରତି ବିମୁଖ ହୋଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳାନ୍ତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳାନ୍ତ ହୋଇଅଛ।