Isaiah 43:23 — Compare Translations

5 translations compared side by side

Odia - 1840
"ଆମ୍ଭ ନିମନ୍ତେ ନିଜର ଉତ୍ସର୍ଗ ମଷଗେୁଡ଼ିକୁ ଆମ୍ଭ ନିକଟକୁ ଆଣି ନାହଁ। କିମ୍ବା ବଳିଦାନ ଦ୍ବାରା ଆମ୍ଭର ଅଭ୍ଯର୍ଥନା କରି ନାହଁ। ଆମ୍ଭେ ନବୈେଦ୍ଯ ନିମନ୍ତେ ତୁମ୍ଭକୁ ଦାସ ଭାବରେ ବ୍ଯବହାର କରି ନାହୁଁ କିମ୍ବା ଧୂପ ନିମନ୍ତେ ତୁମ୍ଭକୁ କ୍ଲାନ୍ତ କରି ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ଵାରା ଆମ୍ଭର ସମାଦର କରି ନାହଁ । ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳା; କରାଇ ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ନିମନ୍ତେ ନିଜର ଉତ୍ସର୍ଗ ମେଷଗୁଡ଼ିକୁ ଆମ୍ଭ ନିକଟକୁ ଆଣି ନାହଁ। କିମ୍ବା ବଳିଦାନ ଦ୍ୱାରା ଆମ୍ଭର ଅଭ୍ୟର୍ଥନା କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ ଭାବରେ ବ୍ୟବହାର କରି ନାହୁଁ କିମ୍ବା ଧୂପ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରି ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ।
Odia IRV 2017 (ଓଡିଆ ବାଇବେଲ)