Isaiah 43:24 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆମ୍ଭର ସମ୍ମାନ ନିମନ୍ତେ ସୁଗନ୍ଧି ଦ୍ରବ୍ଯ କ୍ରଯ କରିବାକୁ ରେ ୗପ୍ୟ ମୁଦ୍ରା ଦଇେ ନାହଁ। କିମ୍ବା ତୁମ୍ଭ ବଳିର ମଦେ ରେ ଆମ୍ଭକୁ ତୃପ୍ତ କରି ନାହଁ, ମାତ୍ର ଆପଣା ପାପଦ୍ବାରା ଆମ୍ଭକୁ ଦାସ୍ଯ କର୍ମ କରାଇଛ ଓ ଆପଣା ନାନା ଅଧର୍ମ ରେ ଆମ୍ଭକୁ କ୍ଲାନ୍ତ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ରୌପ୍ୟମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ଵାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳା; କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆମ୍ଭର ସମ୍ମାନ ନିମନ୍ତେ ସୁଗନ୍ଧି ଦ୍ରବ୍ୟ କ୍ରୟ କରିବାକୁ ରୌପ୍ୟ ମୁଦ୍ରା ଦେଇ ନାହଁ। କିମ୍ବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ, ମାତ୍ର ଆପଣା ପାପଦ୍ୱାରା ଆମ୍ଭକୁ ଦାସ୍ୟ କର୍ମ କରାଇଛ ଓ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ରୌପ୍ୟ ମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ରୌପ୍ୟମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।