Isaiah 43:25 — Compare Translations

5 translations compared side by side

Odia - 1840
"ମୁଁ ଏକମାତ୍ର ପବିତ୍ର ଯେ କି ତୁମ୍ଭର ସମସ୍ତ ଦୋଷକୁ ନଥିପତ୍ରରୁ ପୋଛି ଦିଏ। ଆଉ ମଧ୍ଯ ତୁମ୍ଭର ସମସ୍ତ ପାପକୁ ମୁଁ ଭୁଲିୟାଏ। ମାରେ ଗାରିମାକୁ ରକ୍ଷା କରିବାକୁ ଏପରି କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଏକମାତ୍ର ପବିତ୍ର ଯେ କି ତୁମ୍ଭର ସମସ୍ତ ଦୋଷକୁ ନଥିପତ୍ରରୁ ପୋଛି ଦିଏ। ଆଉ ମଧ୍ୟ ତୁମ୍ଭର ସମସ୍ତ ପାପକୁ ମୁଁ ଭୁଲିଯାଏ। ମୋର ଗାରିମାକୁ ରକ୍ଷା କରିବାକୁ ଏପରି କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।