Isaiah 43:26 — Compare Translations
5 translations compared side by side
Odia - 1840
"ମାେ ବିରୁଦ୍ଧ ରେ ତୁମ୍ଭର ମକଦ୍ଦମା କର। ଆସ ଏକାଠି ତୁମ୍ଭକୁ ଯଥାର୍ଥ ପ୍ରଣାମ କରିବା ପାଇଁ ଯାହା ଜାଣ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ବିରୁଦ୍ଧରେ ତୁମ୍ଭର ମକଦ୍ଦମା କର। ଆସ ଏକାଠି ତୁମ୍ଭକୁ ଯଥାର୍ଥ ପ୍ରଣାମ କରିବା ପାଇଁ ଯାହା ଜାଣ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ।