Isaiah 43:27 — Compare Translations

5 translations compared side by side

Odia - 1840
"ତୁମ୍ଭର ଆଦି ପିତା ପାପ କଲେ ଓ ତୁମ୍ଭର ଅନୁବାଦକ ଆମ୍ଭର ପ୍ରତିକୂଳ ରେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଆଦି ପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଆଦି ପିତା ପାପ କଲେ ଓ ତୁମ୍ଭର ଅନୁବାଦକ ଆମ୍ଭର ପ୍ରତିକୂଳରେ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଆଦିପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଆଦି ପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି।