Isaiah 43:28 — Compare Translations
5 translations compared side by side
Odia - 1840
"ଏଣୁ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା। ଆମ୍ଭେ ଯାକୁବକୁ ଅଭିଶାପ ଦବୋ ଓ ଇଶ୍ରାୟେଲକୁ ନିନ୍ଦିତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା। ଆମ୍ଭେ ଯାକୁବକୁ ଅଭିଶାପ ଦେବା ଓ ଇସ୍ରାଏଲକୁ ନିନ୍ଦିତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।”