Isaiah 43:3 — Compare Translations

5 translations compared side by side

Odia - 1840
"କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ଇଶ୍ରାୟେଲ ଧର୍ମସ୍ବରୂପ ତୁମ୍ଭର ତ୍ରାଣକର୍ତ୍ତା। ଆମ୍ଭେ ତୁମ୍ଭର ମୁକ୍ତିର ମୂଲ୍ଯ ସ୍ବରୂପ ରେ ମିଶର ଓ ତୁମ୍ଭକୁ ପାଇବା ପାଇଁ କ୍ରୁଶ୍ ଓ ଶିବାଦେଶ ଦଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ଵର, ଇସ୍ରାଏଲର ଧର୍ମସ୍ଵରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ଵରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ୍ ଓ ଶିବା ଦେଶ ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଇସ୍ରାଏଲ ଧର୍ମସ୍ୱରୂପ ତୁମ୍ଭର ତ୍ରାଣକର୍ତ୍ତା। ଆମ୍ଭେ ତୁମ୍ଭର ମୁକ୍ତିର ମୂଲ୍ୟ ସ୍ୱରୂପରେ ମିଶର ଓ ତୁମ୍ଭକୁ ପାଇବା ପାଇଁ କୂଶ୍ ଓ ଶିବାଦେଶ ଦେଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ।