Isaiah 43:4 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆମ୍ଭପାଇଁ ଅତି ମୂଲ୍ଯବାନ୍, ତେଣୁ ଆମ୍ଭେ ତୁମ୍ଭକୁ ଅତି ସମ୍ମାନ ଦେଉଅଛୁ, ତୁମ୍ଭକୁ ପ୍ ରମେ କରୁଛୁ ଏବଂ ତୁମ୍ଭ ପରିବର୍ତ୍ତନ ରେ ଲୋକମାନଙ୍କୁ ଓ ତୁମ୍ଭର ପ୍ରାଣର ବଦଳ ରେ ଗୋଷ୍ଠୀମାନଙ୍କୁ ଦବୋ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆମ୍ଭପାଇଁ ଅତି ମୂଲ୍ୟବାନ୍, ତେଣୁ ଆମ୍ଭେ ତୁମ୍ଭକୁ ଅତି ସମ୍ମାନ ଦେଉଅଛୁ, ତୁମ୍ଭକୁ ପ୍ରେମ କରୁଛୁ ଏବଂ ତୁମ୍ଭ ପରିବର୍ତ୍ତନରେ ଲୋକମାନଙ୍କୁ ଓ ତୁମ୍ଭର ପ୍ରାଣର ବଦଳରେ ଗୋଷ୍ଠୀମାନଙ୍କୁ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।