Isaiah 43:5 — Compare Translations

5 translations compared side by side

Odia - 1840
"ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ପୂର୍ବ ଦିଗରୁ ତୁମ୍ଭର ସନ୍ତାନଗଣଙ୍କୁ ଆଣିବା ଓ ପୂର୍ବଦିଗରୁ ତୁମ୍ଭକୁ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;
Odia Bible ERV 2004 (ପବିତ୍ର ବାଇବଲ)
“ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ପୂର୍ବ ଦିଗରୁ ତୁମ୍ଭର ସନ୍ତାନଗଣଙ୍କୁ ଆଣିବା ଓ ପୂର୍ବଦିଗରୁ ତୁମ୍ଭକୁ ଆଣିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;
Odia IRV 2017 (ଓଡିଆ ବାଇବେଲ)
ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;